ସବୁ ମାୟାରେ ବାୟା
ସବୁ ମାୟାରେ ବାୟା | |
---|---|
ନିର୍ଦ୍ଦେଶକ | ମନମୋହନ ମହାପାତ୍ର |
କଳାକାର | ପ୍ରଶାନ୍ତ ନନ୍ଦ, ମହାଶ୍ୱେତା ରାୟ, ହେମନ୍ତ ଦାସ, ବୈଶାଳି ପରିଡ଼ା |
ସଙ୍ଗୀତ | ଅକ୍ଷୟ ମହାନ୍ତି |
ଚିତ୍ରଗ୍ରହଣ | ସୁରେନ୍ଦ୍ର ସାହୁ |
ସମ୍ପାଦକ | ରବି ଶଙ୍କର ପଟ୍ଟନାୟକ |
ମୁକ୍ତିଲାଭ ତାରିଖ | ୧୯୮୭ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ଖର୍ଚ୍ଚ | ୨୨ଲକ୍ଷ ୧୬ହଜାର |
ମନମୋହନ ମହାପାତ୍ରଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆଚଳଚ୍ଚିତ୍ର ସବୁ ମାୟାରେ ବାୟା [୧] ୧୯୮୭ ମସିହାରେ ମୁକ୍ତିଲାଭ କରିଥିଲା ।
ଅଭିନୟରେ
[ସମ୍ପାଦନା]ଓଡ଼ିଆଚଳଚ୍ଚିତ୍ର ‘ସବୁ ମାୟାରେ ବାୟା’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:
- ହେମନ୍ତ ଦାସ
- ପ୍ରଶାନ୍ତ ନନ୍ଦ
- ମହାଶ୍ୱେତା ରାୟ
- ବୈଶାଳି ପରିଡ଼ା
- ପୃଥ୍ୱୀରାଜ ମିଶ୍ର
ଦ୍ରଷ୍ଟବ୍ୟ
[ସମ୍ପାଦନା]- ↑ ଇଣ୍ଟରନେଟ ମୁଭି ଡାଟାବେସରେ ସବୁ ମାୟାରେ ବାୟା
Text is available under the CC BY-SA 4.0 license; additional terms may apply.
Images, videos and audio are available under their respective licenses.