For faster navigation, this Iframe is preloading the Wikiwand page for ସୌଭାଗ୍ୟ କୁମାର ମିଶ୍ର.

ସୌଭାଗ୍ୟ କୁମାର ମିଶ୍ର

ସୌଭାଗ୍ୟ କୁମାର ମିଶ୍ର
ଭୁବନେଶ୍ୱରରେ ସୌଭାଗ୍ୟ କୁମାର ମିଶ୍ର ।
ଜନ୍ମ (1941-09-05) ୫ ସେପ୍ଟେମ୍ବର ୧୯୪୧ (ବୟସ ୮୩)
ଜାତୀୟତାଭାରତୀୟ
ଶିକ୍ଷାସ୍ନାତକୋତ୍ତର(ଇଂରାଜୀ), ପିଏଚଡି
ବୃତ୍ତିଅଧ୍ୟାପକ
ବୈବାହିକ-ସାଥୀମଞ୍ଜୁଳା ମିଶ୍ର
ପିତାମାତା(s)ଦାମୋଦର ମିଶ୍ର, ସାବିତ୍ରୀ ମିଶ୍ର
ପୁରସ୍କାରକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ସୌଭାଗ୍ୟ କୁମାର ମିଶ୍ର (ଜନ୍ମ ୫ ସେପ୍ଟେମ୍ବର ୧୯୪୧) ବ୍ରହ୍ମପୁର, ଓଡ଼ିଶାରେ ଜନ୍ମିତ ଜଣେ କବି ।[] ୧୯୫୫ ମସିହାରୁ ଲେଖି ଆସୁଥିବା, ସୌଭାଗ୍ୟ ମିଶ୍ର ୨୫ରୁ ଊର୍ଦ୍ଧ୍ୱ ପୁସ୍ତକ ରଚନା କରିସାରିଛନ୍ତି ।[] ଇଂରାଜୀ ଭାଷା ସାହିତ୍ୟରେ ସ୍ନାତକୋତ୍ତର ଡିଗ୍ରୀ ପ୍ରଥମ ଶ୍ରେଣୀରେ ପ୍ରଥମ ସ୍ଥାନ ଓ ଡକ୍ଟରେଟ ଉପାଧି ହାସଲ କରିବା ପରେ କଲେଜରେ ଅଧ୍ୟାପନା ଅାରମ୍ଭ କରିଥିଲେ । ବିଜେବି କଲେଜ ଓ ରେଭେନ୍ସା ମହାବିଦ୍ୟାଳୟ ଆଦିରେ ଶିକ୍ଷାଦାନ କରିବା ପରେ, ୧୯୭୮ରୁ ୨୦୦୧ ଯାଏଁ ବହ୍ମପୁର ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ଇଂରାଜୀ ବିଭାଗରେ ପ୍ରଫେସର ଭାବେ କାର୍ଯ୍ୟରତ ଥିଲେ ।[] ୧୯୮୬ ମସିହାରେ ତାଙ୍କ କବିତା ସଂକଳନ "ଦ୍ୱା ସୁପର୍ଣ୍ଣା' ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।

ରଚନାବଳୀ

[ସମ୍ପାଦନା]

କବିତା ସଙ୍କଳନ[]

[ସମ୍ପାଦନା]
  • ଆତ୍ମନେପଦୀ (୧୯୬୫)
  • ମଧ୍ୟପଦଲୋପୀ (୧୯୭୦)
  • ନଈ ପହଁରା (୧୯୭୩)
  • ଅନ୍ଧ ମହୁମାଛି (୧୯୭୭)
  • ବଜ୍ରଯାନ (୧୯୮୧)
  • ଦ୍ୱା ସୁପର୍ଣ୍ଣା (୧୯୮୪)[]
  • ମଣିକର୍ଣ୍ଣିକା (୧୯୯୦)
  • ଅନ୍ୟତ୍ର (୧୯୯୪)
  • ଚରାଚର (୧୯୯୯)
  • ଉଜ୍ଜୟିନୀ (୨୦୦୫)
  • ମାତୃସ୍ପର୍ଶ (୨୦୦୯)
  • କାବ୍ୟ ସମ୍ଭାବର
  • ପୁନର୍ବସୁ[]

ଗଳ୍ପ ସଙ୍କଳନ

[ସମ୍ପାଦନା]
  • କଥା ଚାରିପଦ

ସମ୍ମାନ ଓ ପୁରସ୍କାର

[ସମ୍ପାଦନା]
  • କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାର, ୧୯୮୬(ଦ୍ୱା ସୁପର୍ଣ୍ଣା ପାଇଁ)[]
  • ଓଡ଼ିଶା ସାହିତ୍ୟ ଏକାଡ଼େମୀ ପୁରସ୍କାର, ୧୯୭୯ (ଅନ୍ଧ ମହୁମାଛି ପାଇଁ)[]
  • ସାହିତ୍ୟ ଭାରତୀ ସମ୍ମାନ, ୨୦୦୯ (ଶ୍ରୀ ଗଙ୍ଗାଧର ରଥ ଫାଉଣ୍ଡେସନ ତରଫରୁ)[]
  • ରାଜ୍ୟପାଳଙ୍କ ସମ୍ମାନ ଫଳକ, ୧୯୯୩[୧୦]
  • ବିଷୁବ ପୁରସ୍କାର, ୨୦୧୦ (ପ୍ରଜାତନ୍ତ୍ର ପ୍ରଚାର ସମିତି ପ୍ରଦତ୍ତ)[୧୧]
  • ସାରଳା ସମ୍ମାନ, ୨୦୧୭
  • ଗଙ୍ଗାଧର ଜାତୀୟ ସମ୍ମାନ, ୨୦୧୩
  • ସଚ୍ଚି ରାଉତରାୟ କବିତା ସମ୍ମାନ, ୨୦୦୬ (ଭୁବନେଶ୍ୱର ପୁସ୍ତକ ମେଳା)
  • ଆଇଓୱା ବିଶ୍ୱବିଦ୍ୟାଳୟଦ୍ୱାରା ସମ୍ମାନୀତ, ୧୯୮୩[୧୨]
  • ରେଭେନ୍ସା ବିଶ୍ୱବିଦ୍ୟାଳୟର ପ୍ରଥମ ରାଇଟର-ଇନ୍-ରେସିଡେନ୍ସ, ୨୦୧୦-୧୧[୧୩]
  1. Vinay Dharwadker; A. K. Ramanujan (1994). The Oxford Anthology of Modern Indian Poetry. OUP (India?). ISBN 978-0-19-562865-4.
  2. ଓଡ଼ିଆ ସାହିତ୍ୟର ସଂକ୍ଷିପ୍ତ ପରିଚୟ, ଡ. ବୃନ୍ଦାବନଚନ୍ଦ୍ର ଆଚାର୍ଯ୍ୟ, ପୃଷ୍ଠା:୩୨୬
  3. "ପ୍ରଫେସର ସୌଭାଗ୍ୟ ମିଶ୍ରଙ୍କୁ ଗଙ୍ଗାଧର ଜାତୀୟ ସମ୍ମାନ" (PDF). ସମ୍ବାଦ. Retrieved 12 December 2014.[permanent dead link]
  4. ସିଂହ, ଅଧ୍ୟାପକ ଡକ୍ଟର ବିଜୟାନନ୍ଦ (2011). "ବିଶିଷ୍ଟ କବି ସୌଭାଗ୍ୟ ମିଶ୍ରଙ୍କ ସହ ସାକ୍ଷାତ୍‌କାର - ଓଡ଼ିଆସାହିତ୍ୟ ପ୍ରେସ୍‌". odiasahitya.com. Retrieved 4 Jan 2013. ସୌଭାଗ୍ୟ ମିଶ୍ରଙ୍କ ସାରସ୍ୱତ ସୃଷ୍ଟି
  5. D. S. Rao (1 January 2004). Five Decades: The National Academy of Letters, India : a Short History of Sahitya Akademi. Sahitya Akademi. pp. 62–. ISBN 978-81-260-2060-7.
  6. ନିତିଦିନ ୦୫/୦୮/୨୦୧୭ ପୃଷ୍ଠା ୯ରେ ପ୍ରକାଶିତ ବ୍ୟକ୍ତିତ୍ୱ
  7. "AKADEMI AWARDS (1955-2020)". କେନ୍ଦ୍ର ସାହିତ୍ୟ ଏକାଡେମୀ. Retrieved 19June 2021. ((cite web)): Check date values in: |accessdate= (help)
  8. http://orissa.gov.in/e-magazine/orissaannualreference/ORA-2005/pdf/orissa_sahitya_academy.pdf
  9. Kanungo, Dipti Ranjan (2009). "Sahitya Bharati award to be conferred to Saubhagya Kumar Mishra, Orissa News". orissadiary.com. Archived from the original on 13 March 2013. Retrieved 4 January 2013. The prestigious ' Sahitya Bharati ' award of the Sri Gangadhar Rath Foundation will be conferred on the famous poet Saubhagya Kumar Mishra
  10. http://www.oocities.org/indian_poets/oriya.html
  11. "ବିଷୁବ ପୁରସ୍କାର ବିଜେତା" (PDF). ପ୍ରଜାତନ୍ତ୍ର ପ୍ରଚାର ସମିତି. Archived (PDF) from the original on 8 October 2020. Retrieved ୧୯ ଜୁନ ୨୦୨୧. ((cite web)): Check date values in: |accessdate= (help)
  12. http://www.odiasahitya.com/members/memberprofile/?member=Soubhagya+Mishra
  13. "ଆର୍କାଇଭ୍ କପି" (PDF). Archived from the original (PDF) on 2012-10-16. Retrieved 2014-09-16. ((cite web)): Cite has empty unknown parameter: |1= (help)
{{bottomLinkPreText}} {{bottomLinkText}}
ସୌଭାଗ୍ୟ କୁମାର ମିଶ୍ର
Listen to this article

This browser is not supported by Wikiwand :(
Wikiwand requires a browser with modern capabilities in order to provide you with the best reading experience.
Please download and use one of the following browsers:

This article was just edited, click to reload
This article has been deleted on Wikipedia (Why?)

Back to homepage

Please click Add in the dialog above
Please click Allow in the top-left corner,
then click Install Now in the dialog
Please click Open in the download dialog,
then click Install
Please click the "Downloads" icon in the Safari toolbar, open the first download in the list,
then click Install
{{::$root.activation.text}}

Install Wikiwand

Install on Chrome Install on Firefox
Don't forget to rate us

Tell your friends about Wikiwand!

Gmail Facebook Twitter Link

Enjoying Wikiwand?

Tell your friends and spread the love:
Share on Gmail Share on Facebook Share on Twitter Share on Buffer

Our magic isn't perfect

You can help our automatic cover photo selection by reporting an unsuitable photo.

This photo is visually disturbing This photo is not a good choice

Thank you for helping!


Your input will affect cover photo selection, along with input from other users.

X

Get ready for Wikiwand 2.0 🎉! the new version arrives on September 1st! Don't want to wait?